Odia News Portal
Browsing Tag

swadhikar

କିଏ ବୁଝିବ ଦଉଡ଼ି କାରିଗରଙ୍କ ଦୁଃଖ

ମାହାଙ୍ଗା: ପାଖେଇ ଆସୁଛି ଓଡିଶାର ଗଣପର୍ବ ରଜ । ଗାଁ ଠୁ ସହର ଯେଉଁ ପର୍ବରେ ଉତ୍ସବମୁଖର ହୋଇଉଠେ ସେଇ ରଜ ପର୍ବର ମୁଖ୍ୟ ଅଂଶ ଦୋଳି ଖେଳ । ତେବେ ଦୋଳି ଖେଳ ପାଇଁ ଦଉଡି ଆବଶ୍ୟକ ହେଉଥିବା ବେଳେ ଏହି ଦଉଡି ପ୍ରସ୍ତୁତକାରୀଙ୍କ ପେଟକୁ ଲାତ ମାରିଛି କରୋନା । ଏ ହେଉଛି କଟକ ଜିଲ୍ଲା ମାହାଙ୍ଗା…

ଚିନ୍ତାରେ ଆମ୍ବଚାଷୀ

କଲ୍ୟାଣସିଂହପୁର: ଲକ୍ ଡାଉନ ପାଇଁ ବିକ୍ରି ହୋଇ ପାରୁନି ଆମ୍ବ । ଯାହାକୁ ନେଇ ଚିନ୍ତାରେ ଆମ୍ବ ଚାଷୀ । ରାୟଗଡା ଜିଲ୍ଲା କଲ୍ୟାଣ ସିଂପୁର ବ୍ଲକ ସିକରପାଇ ନିକଟରେ ରହିଛି ଶାନ୍ତିବନ । ଯେଉଁଠି ତିନି ଏକର ଜମିରେ ଆମ୍ବ ଚାଷ କରିଛନ୍ତି ସିକରପାଇ ଗାଁର ରହିଦାସ ନାୟକ । ଏବର୍ଷ ଅଧିକା ଆମ୍ବ ଫଳି…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଢ଼େଙ୍କାନାଳ: ଉଦ୍ଧାର ହେଲା ମହିଳାଙ୍କ ଝୁଲନ୍ତା ମୃତଦେହ । ସନ୍ଦେହଘେରରେ ରହିଛି ମୃତ୍ୟୁ । ଢ଼େଙ୍କାନାଳ ଜିଲ୍ଲା ଶିଳ୍ପାଞ୍ଚଳ କଣ୍ଟାବଣିଆ ହଣ୍ଟି ଅଞ୍ଚଳରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳା ହେଲେ ଲକ୍ଷ୍ମୀ ପୂର୍ତ୍ତୀ । ତାଙ୍କ ଘର ପାଲଲହଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି ।…

ଜେଲରୁ ମୁକୁଳିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଜେଲରୁ ମୁକୁଳିଛନ୍ତି ପ୍ରଦୀପ ପାଣିଗ୍ରାହୀ । ଠକେଇ ମାମଲାରେ ଜେଲରେ ଥିବା ଗୋପାଳପୁର ବିଧାୟକ ଜେଲରୁ ମୁକୁଳିଛନ୍ତି । ଝାରପଡ଼ା ଜେଲରୁ ଆଜି ମୁକୁଳିଛନ୍ତି ପ୍ରଦୀପ । ୨୦୨୦ ଡିସେମ୍ବର ୩ ତାରିଖରେ ଗିରଫ ହୋଇଥିଲେ ପ୍ରଦୀପ । ଟାଟା କମ୍ପାନୀରେ ଚାକିରୀ କରାଇ ଦେବା ନେଇ ତାଙ୍କ…

ରାଜ୍ୟରେ ଖୋଲିପାରେ ଲକଡାଉନ୍‌

ଭୁବନେଶ୍ୱର: ଲକଡାଉନ ଚାଲିଥିବାରୁ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କେବେ ଲକଡାଉନ ଖୋଲିବ ଏନେଇ ଏବେ ସବୁଠି ଆରମ୍ଭ ହୋଇଛି ଚର୍ଚ୍ଚା । ତେବେ ରାଜ୍ୟରେ ଖୁବଶୀଘ୍ର ଅନଲକ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଏବେବି ବିପଦ ଟଳିନଥିବା ବେଳେ ଅନଲକ ନେଇ ଗୁରୁତ୍ୱପୂର୍ଣ୍ଣ…

ଶିଶୁପାଳ ହେଲା ଗୁଟଖାଖିଆ ବର

ଲକ୍ଷୌ: ପୂର୍ବରୁ ଆପଣ ଅନେକ ଖବର ପଢ଼ିଛନ୍ତି ମଦୁଆ ବରକୁ ମନା କରିଛନ୍ତି କନିଆଁ । ଏମିତିକି ବେଦିରେ ମଦ ପିଇ ବାହା ହେଉଥିବା ବରର ବାହାଘର ଭାଙ୍ଗିଛି । ତେବେ ଆଜି ଏଭଳି ଖବର ଆସିଛି କି ଜଣେ ଯୁବକ ଗୁଟଖା ଖାଇ ବାହାହେବାକୁ ଯାଇଥିବା ବେଳେ ତାଙ୍କ ବାହାଘର ଭାଙ୍ଗିଯାଇଛି । ଗୁଟଖା ଖିଆ ବରକୁ…

ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରୁ ଆସିଲା ବଡ଼ ଖବର । ଦିଲ୍ଲୀ ସ୍ଥିତ ଲାଜପତ ନଗରରେ ଏକ ପୋଷାକ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ନେଇ ଶନିବାର ଜଣାପଡିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ମାତ୍ରେ ପ୍ରାୟ ୩୦ଟି ଦମକଳ ଗାଡି ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ଯବାନ ଆତଙ୍କବାଦୀ ଗୁଳି ବିନିମୟ, ୨ ପୋଲିସ କର୍ମଚାରୀ ଶହୀଦ

ଜମ୍ମୁ-କାଶ୍ଚିର: ଜାମ୍ମୁ-କାଶ୍ମୀରର ସୋପୋରରେ ଆତଙ୍କବାଦୀ ମାନେ ଆକ୍ରମଣ କରିଥିବା ନେଇ ଶନିବାର ଜଣାପଡିଛି। ପୁଲିସ ଓ ସିଆରପିଏଫଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ ୨ ପୁଲିସ କର୍ମଚାରୀ ସହିଦ ହୋଇଛନ୍ତି। ଏହାସହ ୨ ଜଣ ଆହତ ହେବା ସହ ୨ ନାଗରିକଙ୍କ ମଧ୍ୟ ମୃତ୍ୟୁ ହୋଇଛି।…

ପେଟ୍ରୋଲ ପରେ ୧୦୦ ପାରକଲା ଡିଜେଲ ଦର

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗି ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ରେଟ୍ ୧୦୦ ପାର ହୋଇଥିବା ବେଳେ ଆଜି ରେକର୍ଡ କରିଛି ଡିଜେଲ ଦର । ରାଜସ୍ଥାନରେ ୧୦୦ ପାର କରିଛି ଡିଜେଲ ରେଟ୍ । ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲ୍ଲାରେ ୧୦୭ ଟଙ୍କା ରହିଛି ଡିଜେଲ ଦର । ଯାହାକୁ ନେଇ ଏବେ…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

ଭୁବନେଶ୍ୱର: କୋଭିଡ ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ସରକାର ମିଛ କହୁଥିବା କହିଛି କଂଗ୍ରେସ । କୋଭିଡରେ ମୃତ୍ୟୁକୁ ନେଇ ରାଜ୍ୟ ସରକାର ମିଛ କହୁଛନ୍ତି । ମଶାଣୀ ରିପୋର୍ଟ ଓ ସରକାରୀ ରିପୋର୍ଟରେ ତାଳମେଳ ରହୁନାହିଁ । ସରକାର କୋଭିଡ ମୃତ୍ୟୁକୁ ଲୁଚାଉଥିବା…