ମାଡିଚାଲିଛି ଡାଇରିଆ : ଗୋଟିଏ ଦିନରେ ତିନି ଜଣଙ୍କ ମୃତ୍ୟୁ
ନିୟନ୍ତ୍ରଣକୁ ଆସୁନି ଡାଇରିଆ । ଆଜି ପୁଣି ଯାଜପୁର ଯାଇ ଗ୍ରାଉଣ୍ଡ ଜିରୋରେ ହଇଜାର ସ୍ଥିତି ପରଖିବେ କେନ୍ଦ୍ରୀୟ ଟିମ । ଜିଲ୍ଲାରେ ହଇଜା ଉଦବେଗ ଜନକ ସ୍ଥିତିରେ ଥିବାବେଳେ ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ଜିଲ୍ଲାକୁ ବ୍ୟାପିଛି ଝାଡାବାନ୍ତି । ଯାଜପୁର ପରେ କଟକ, କେନ୍ଦ୍ରାପଡ଼ା, ଭଦ୍ରକ,!-->…
