ବର୍ଷକ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି: ମୁଖ୍ୟମନ୍ତ୍ରୀ
ଦିନକ ପରେ ନୂଆ ସରକାରଙ୍କ ବର୍ଷ ପୂର୍ତ୍ତି। ବର୍ଷକର ରିପୋର୍ଟ କାର୍ଡ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆ ଉପଲବ୍ଧି ନେଇ ମୁଖ୍ୟମନ୍ତ୍ରୀ ପ୍ରେସମିଟ୍ ଜାରି କରିଛନ୍ତି।
ମୋଦୀ ସରକାରଙ୍କ ୧୧ ବର୍ଷ ପୂର୍ତ୍ତିରୁ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ। କାଲି ମୋଦୀ ସରକାରଙ୍କ ୧୧ ବର୍ଷ,!-->!-->!-->…
