ଏନ୍ଡିଏ ସରକାରର ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଆଜି: ଓଡ଼ିଶା ବିକାଶକୁ ଅଗ୍ରାଧିକାର
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ଏନ୍ଡିଏ ସରକାରଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ହେବ। ତୃତୀୟ ପାଳିର ପ୍ରଥମ ବର୍ଷରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ବିକାଶର ଗତିକୁ ଆଗେଇ ନେବାପାଇଁ ଏକାଧିକ ଯୋଜନା ଆରମ୍ଭ କରାଯାଇଛି।!-->…
