ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଅଭିଯୋଗ
ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଅଭିଯୋଗ। ଜୀବନରୁ ମାରି ଦେବା ପରେ ଜାଳି ଦେଲେ ଦୁର୍ବୃତ୍ତ। ଏହି ଜଘନ୍ୟକାଣ୍ଡ ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ। ମୃତକ ହେଲେ ୬୦ ବର୍ଷୀୟ କାମ୍ବି ମଳିକ। ଗତ ମଙ୍ଗଳବାର ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ପୋଲିସ ଆଜି ଘଟଣାସ୍ଥଳକୁ ଯାଇ!-->…
