ଶାଳୀଙ୍କୁ ବିଚ୍ ରାସ୍ତାରେ ହାଣି ହତ୍ୟା କଲା ଭିଣୋଇ
ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧିନ ଚଢ଼େୟାପଲ୍ଲୀ ଗ୍ରାମରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଆଶାକର୍ମୀ ବିଜୟାଲକ୍ଷ୍ମୀ ତ୍ରିପାଠୀଙ୍କୁ ହତ୍ୟା କରା ଯାଇଥିବା ଅଭିଯୋଗ ହୋଇଛି। ଜମିଜମା ବିବାଦକୁ କେନ୍ଦ୍ର କରି ତାଙ୍କ ଭିଣୋଇ ହିଁ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ!-->…
