କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ୬ମୃତ୍ୟୁ ଘଟଣା : ସ୍ଥିତି ଅନୁଧ୍ୟାନ କରିବେ ସ୍ବାସ୍ଥ୍ୟମନ୍ତ୍ରୀ
କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣାରେ ଅନୁଧ୍ୟାନ ପାଇଁ ମେଡିକାଲ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ । କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରିବେ । ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ ପଚରାଉଚରା କରିବେ । ସେହିପରି ଆଜି!-->…
