ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ଗୀତା ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି, ରୁଷ ଭାଷାରେ ଥିଲା ଲିଖିତ
ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ଗୀତା ଉପହାର । ରୁଷ ଭାଷାରେ ଲିଖିତ ଗୀତାକୁ ଉପହାର ଭାବେ, ପୁଟିନଙ୍କୁ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାତିରେ ପ୍ରଧାନମନ୍ତ୍ରୀଙ୍କ ବାସ ଭବନରେ ନୈଶ୍ୟ ଭୋଜନ କରିଥିଲେ ପୁଟିନ । ଏହି ଅବସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ ଗୀତା…
