ସାଂସଦ ବିଭୁ ତରାଇଙ୍କ କାର୍ ଦୁର୍ଘଟଣାଗସ୍ତ, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଅଳ୍ପକେ ବର୍ତ୍ତିଲେ ସାଂସଦ। ସାଂସଦ ଖେଳ ମହୋତ୍ସବରେ ଯୋଗ ଦେବା ପାଇଁ ଭୁବନେଶ୍ବରରୁ ଜଗତସିଂହପୁର ନବକୃଷ୍ଣ ଚୌଧୁରୀ ଷ୍ଟାଡିଅମକୁ ଆସୁଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥର ହାଜିପୁର ନିକଟରେ…
