ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ, ରାହାମା ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭଜିଲାନ୍ସ ଚଢ଼ାଉ
ଜଗତସିଂହପୁର ଜିଲ୍ଲା ରାହାମା ବନ ବିଭାଗର ରେଞ୍ଜ ଅଧିକାରୀ ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ପଶିଲା ଭିଜିଲାନ୍ସ। ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍। ତାଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଓ ସୁନାଗହଣା ଜବତ କରାଯାଇଥିବା ପ୍ରାଥମିକ ସୂଚନା ମିଳିଛି।ଆୟ…
