ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି : ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ସରକାରୀ ଛୁଟି
ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ!-->…
