କତାର ଉପରେ ଇସ୍ରାଏଲର ପ୍ରଥମ ଆକ୍ରମଣ, ୬ ମୃତ
କତାରରେ ଇସ୍ରାଏଲର ପ୍ରଥମ ଆକ୍ରମଣ । ଦୋହାର କତାର ଜିଲ୍ଲାରେ ଇସ୍ରାଏଲ ବିମାନ ଆକ୍ରମଣ କରିଛି । ହମାସର ରାଜନୈତିକ ବ୍ୟୁରୋର ଆବାସିକ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି । ଆକ୍ରମଣରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଦୋହା ସହରରେ ବିସ୍ଫୋରଣର ଶବ୍ଦ ଶୁଣାଯାଇଥିଲା ଏବଂ ପେଟ୍ରୋଲ ଷ୍ଟେସନ ନିକଟରେ…
