ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ୬ ମନ୍ତ୍ରୀ
ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୟୁନିଟ୍-୨ରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଜିକରଣ କରିଛନ୍ତି ହଜାରରୁ ଅଧିକ ଲୋକ । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ୬ ମନ୍ତ୍ରୀ । ୟୁନିଟ-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ!-->…
