ପାହାଡ଼ ଚଢ଼ିପାରିଲାନି ଆମ୍ବୁଲାନ୍ସ: ୫ କିମି ଭାରରେ ବୁହାହେଲେ ରୋଗୀ
ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ଟେମୁରୁପାଲ୍ଲୀ ପଞ୍ଚାୟତର ତୁଳସୀ ପାହାଡ଼ ରାସ୍ତା ମରଣଯନ୍ତା ପାଲଟିଛି। ମରାମତି ଅଭାବରୁ ପାହାଡ଼ ଉପରେ ଥିବା ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ୫ କିମି ଭାରରେ ବୁହା ହୋଇ ଆସିଲେ ରୋଗୀ। ତୁଳସୀ ଗାଁର ମଙ୍ଗଳଦେଇ ଦୁରୁଆ ରୋଗରେ…
