ପବିତ୍ର ଅଁଳା ନବମୀ ଉପଲକ୍ଷେ ଦେବନୀତି ନିର୍ଘଣ୍ଟ।
ଶ୍ରୀ ଶ୍ରୀ ସାକ୍ଷୀ ଗୋପାଳ ମନ୍ଦିର ରେ ଚଳିତ ମାସ ୩୧ ତାରିଖରେ ଅନୁଷ୍ଠିତ ହେବ ପ୍ରସିଦ୍ଧ ଅଁଳା ନବମୀ ଓ ରାଧା ପାଦ ଦର୍ଶନ।ଶ୍ରୀ ଶ୍ରୀ ସାକ୍ଷୀ ଗୋପାଳ ସେବାୟତ ସଂଘ ପକ୍ଷରୁ ଏଥିପାଇଁ ଦେବ ନୀତି ନିର୍ଘଣ୍ଟ ହୋଇଛି।ଗତକାଲି ଅପରାହ୍ନରେ ପଞ୍ଚସଖା ସ୍ମୃତି ଭବନ ଠାରେ ଅନୁଷ୍ଠିତ ଦ୍ବିତୀୟ ସମନ୍ୱୟ…
