ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ର ନିର୍ମାଣରେ!-->!-->!-->…
