ପାରିବାରିକ କଳହରୁ ସ୍ତ୍ରୀକୁ ଛୁରିରେ କାଟିଦେଲା ସ୍ୱାମୀ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ପାରିବାରିକ କଳହରୁ ସ୍ତ୍ରୀକୁ ଛୁରିରେ କାଟିଦେଲା ସ୍ୱାମୀ। ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଗଡ଼ଦେଉଳିଆ ଉପକଣ୍ଠ ଲାଖବିନ୍ଧା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା।ସୂଚନା ଅନୁଯାୟୀ, ବୈଶିଙ୍ଗା ଥାନା ଅଧୀନ ଗଡ଼ଦେଉଳିଆ ଉପକଣ୍ଠ ଲାଖବିନ୍ଧା ଗ୍ରାମର ଧୂମା କିସ୍କୁ (କଙ୍କା)…
