ଆସନ୍ତାକାଲି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ଟଙ୍କା, ୫୦ ଲକ୍ଷ ଚାଷୀଙ୍କୁ ମିଳିବ ଟଙ୍କା
ଆସନ୍ତାକାଲି ଅକ୍ଷୟ ତୃତୀୟାରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ନାମମାତ୍ର, ଖୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ ।
ସିଏମ କିଷାନ୍ ଯୋଜନାରେ ବର୍ଷକୁ ୨ଟି!-->!-->!-->…
