ହୀରାକୁଦ ଡ୍ୟାମ୍ର ୨୦ ଗେଟ୍ ଖୋଲା
ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବେଶ ହାର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଆହୁରି ୪ଟି ଗେଟ୍ ଖୋଲାଯାଇଛି। ଗତକାଲି ୧୬ଟି ଗେଟ୍ ଖୋଲାଥିବା ବେଳେ ଆଜି ୨୦ଟି ଗେଟ୍ ଦେଇ ମହାନଦୀରେ ଜଳ ନିଷ୍କାସନ କରାଯାଉଛି। ଅଧିକ ଗେଟ୍ ଖୋଲା ହେବା ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର…
