୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା
କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।
କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ!-->!-->!-->…
