ଆଇନଶୃଙ୍ଖଳା ସ୍ଥିତି ନେଇ ସରକାରଙ୍କୁ ଅରୁଣ ସାହୁଙ୍କ ଟାର୍ଗେଟ
ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ବିଜେପି ସରକାରକୁ ନୟାଗଡ଼ ବିଧାୟକ ଅରୁଣ ସାହୁ ଟାର୍ଗେଟ କରିଥିବା ବେଳେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହାର ଜବାବ ଦେଇଛନ୍ତି। ବିଜେଡିର ଅଭିଯୋଗ ଉପରେ କଡ଼ା କାଉଣ୍ଟର ରଖି ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଅତୀତରେ ବି ଅପରାଧ ହେଉଥିଲା। କିନ୍ତୁ!-->…
