ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ନବୀନ
ଶଙ୍ଖ ଭବନରେ ବିଜେଡ଼ି ସଭାପତି ପଦ ପାଇଁ ଗୁରୁବାର ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନିର୍ବାଚନ ଅଧିକାରୀଙ୍କ ନିକଟରେ ନବମ ଥର ପାଇଁ ଦଳୀୟ ସଭାପତି ପାଇଁ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୯ ତାରିଖ ଶନିବାର ବିଧିବଦ୍ଧ ଭାବେ ଦଳୀୟ ସଭାପତିଙ୍କ ନାମ ଘୋଷଣା ହେବ।
!-->!-->…
