ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ତାରିଣୀ ପୀଠର ବିକାଶ ପାଇଁ ୨୧୫ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା
ଘଟଗାଁ ତାରିଣୀ ମନ୍ଦିରକୁ ୨୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା' ତାରିଣୀଙ୍କୁ ଦର୍ଶନ କରି ମା’ଙ୍କର କୃପାଲାଭ କରିବାପରେ ମା‘ଙ୍କ ମନ୍ଦିରର ଉନ୍ନତିକରଣ ନିମନ୍ତେ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହି!-->…
