ଅପରାଜିତାଙ୍କୁ ସୁଲୋଚନାଙ୍କ ଟାର୍ଗେଟେ : ତାଙ୍କ ପାଇଁ ଦଳ ବଡ଼, ସହର
ରାଜଧାନୀ ପ୍ରତିଷ୍ଠା ଦିବସରେ ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତିକୁ ନେଇ ଭୁବନେଶ୍ବର ମେୟର ସୁଲୋଚନା ଦାସ ବର୍ଷିଛନ୍ତି। ସୁଲୋଚନା କହିଛନ୍ତି, ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଡକାଗଲା, ସେ ଆସିଲେନି।ଦଳର ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାକୁ ଏଠାକୁ ଆସିଲେନ। ଏଠାରେ ଯୋଗ ଦେଇ ପୁରୀ!-->…
