ପାଖାପାଖି ସାଢେ ୩ କୋଟି ଓଡ଼ିଶାବାସୀଙ୍କୁ ମାଗଣା ସ୍ୱାସ୍ଥ୍ୟସେବା
କଥା ଦେଇଥିଲୁ। କଥା ରଖିଲୁ। ସାରା ରାଜ୍ୟବାସୀ ଆଜି ଖୁସି। ବିଶେଷ ଭାବରେ କାମଧନ୍ଦା ଅନ୍ୱେଷଣରେ ପେଟପାଟଣା ପାଇଁ ବିଭିନ୍ନ ରାଜ୍ୟରେ ପ୍ରବାସୀ ଶ୍ରମିକ ଭାବେ କାମ କରୁଥିବା ଲକ୍ଷ ଲକ୍ଷ ଭାଇଭଉଣୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ମୁହଁରେ ହସ ଓ ହୃଦୟରେ ଆନନ୍ଦ ଭରିଯାଇଛି। ଆଜିଠାରୁ!-->…
