ନବୀନଙ୍କ ମିଛକୁ ପଦାରେ ପକାଇଲେ ପ୍ରଭାତ
ଓ୍ବକଫ୍ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୋଲାଖୋଲିି ଭାବେ ଗଣମାଧ୍ୟମ ସମ୍ମୁଖରେ ପ୍ରଭାତ ଦଳର କେହି ନୁହନ୍ତି ବୋଲି କହିବା ସହ ଚିଟଫଣ୍ଡ ମାମଲାରେ ସେ ଜେଲ!-->…
