ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର…
ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି।
ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ ମା’ ତାରିଣୀ ମନ୍ଦିରର ବିକାଶ କାର୍ଯ୍ୟ!-->!-->!-->…
