Odia News Portal
Browsing Tag

swadhikar

ଛାତ୍ରୀଙ୍କୁ ଅଶାଳୀନ ଆଚରଣ ଘଟଣା: ପ୍ରଧାନ ଶିକ୍ଷକ ଓ ବିଜ୍ଞାନ ଶିକ୍ଷକ ଥାନାରେ ଅଟକ

ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନସ୍ଥ ଚମାରଗାଁ ଅଞ୍ଚଳରେ ଏକ ହାଇସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଶିକ୍ଷକ ଅଶାଳୀନ ଭାବେ ସ୍ପର୍ଶ କରିବା ସହ ଅଶ୍ଲୀଳ ଇଙ୍ଗିତ କରିବା ପୁଲିସ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୁଲିସ୍ ତଦନ୍ତ ଆରମ୍ଭ

ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ ଉଦିତ ପ୍ରଧାନ

ଉଦିତ ପ୍ରଧାନ ନିଲମ୍ବିତ । ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ କାର୍ଯ୍ୟାନୁଷ୍ଠାନ । ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ । ନିଲମ୍ବନ କଲେ ଜାତୀୟ ଯୁବ କଂଗ୍ରେସ ସଭାପତି । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ ଗିରଫ କରିଛି ମଞ୍ଚେଶ୍ୱର

ଭିଜିଲାନ୍ସ ଜାଲରେ ଡିଏଫଓ

ଭିଜିଲାନ୍ସ ଜାଲରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ ଡିଏଫଓ ନିତ୍ୟାନନ୍ଦ ନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଚଢାଉ କରିଛି ଭିଜିଲାନ୍ସ । ଅନୁଗୁଳ, କେନ୍ଦୁଝର, ନୟାଗଡର ୭ଟି ସ୍ଥାନରେ ରେଡ କରାଯାଇଛି ।ଚଢ଼ାଉ ବେଳେ 3 ଜଣ ଡିଏସ୍ଏସ୍ପି, 10 ଜଣ ଇନ୍ସପେକ୍ଟର ଏବଂ

ବାଲେଶ୍ବର ପୀଡ଼ିତାଙ୍କୁ ଖୁବ ଶୀଘ୍ର ନ୍ୟାୟ ମିଳିବ : ପ୍ରେସମିଟରେ ଭରସା ଦେଲେ କ୍ରାଇମବ୍ରାଞ୍ଚ ଡିଜି

ବାଲେଶ୍ବର ଯୁବତୀ ପୋଡ଼ି ଘଟଣାରେ ଏଫଏମ୍ କଲେଜକୁ ଯାଇ ତନାଘନା କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଏ ଘଟଣାକୁ ନେଇ ରାଜ୍ୟ ଉଠପଡ଼ ହେଉଥିବାବେଳେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପ୍ରେସ୍ ମିଟ୍ କରି ଆଶ୍ବସ୍ତ କରିଛନ୍ତି । ଖୁବ୍ ଶୀଘ୍ର ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ମିଳିବ ବୋଲି ଆଶ୍ବସ୍ତ

ଏୟାରଲିଫ୍ଟ ହେଲେ ବଳଙ୍ଗାର ନାବାଳିକା

ଏୟାରଲିଫ୍ଟ ହେଲେ ପୁରୀ ଜିଲ୍ଲା ବଳଙ୍ଗାର ନାବାଳିକା । ଭୁବନେଶ୍ବର ଏମ୍‌ସରୁ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି । ଏପଟେ ଟୁଇଟ୍‌ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ଆଜି ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି ।

ଅନୈତିକ ସମ୍ପର୍କ ସନ୍ଦେହ: ସ୍ତ୍ରୀକୁ ହତ୍ୟା କରି ନଦୀରେ ଫିଙ୍ଗିଲା ସ୍ୱାମୀ

ଅନୈତିକ ସମ୍ପର୍କ ସନ୍ଦେହରେ ଜଘନ୍ୟ କାଣ୍ଡ ଭିଆଇଛି ସ୍ୱାମୀ l ସ୍ତ୍ରୀକୁ ବୁଲିବାକୁ ଡାକି ନେଇ ହତ୍ୟା କରିବା ପରେ ଅଖାରେ ବାନ୍ଧି ନଦୀରେ ଫିଙ୍ଗି ଦେଇଛି l ଏମିତି ଅଭାବନୀୟ ଘଟଣା ଘଟିଛି ଗୁରୁଣ୍ଡିଆ ଥାନା ପଂକଡ଼ିହି ପଞ୍ଚାୟତ ଜଡ଼ା ଗ୍ରାମରେl ପୁଲିସ ମୃତ ମହିଳାଙ୍କ ସ୍ୱାମୀ ଲକ୍ଷ୍ମଣ

 ଦିଲ୍ଲୀ AIIMSକୁ ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା

ଦିଲ୍ଲୀ ଏମସକୁ ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା। ଆଜି ଦିନ ୧୨.୩୦ ସୁଦ୍ଧା ତାଙ୍କୁ ଏୟାରଲିଫ୍ଟ କରିବାକୁ ଯୋଜନା ହେଉଛି। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଗତକାଲି ଅପେକ୍ଷା ଉନ୍ନତି ଆସିଛି ଏବଂ ଦିଲ୍ଲୀ ଏମସରେ ତାଙ୍କୁ ଅଧିକ ଉନ୍ନତ ଚିକିତ୍ସା ମିଳିପାରିବ ବୋଲି କହିଛନ୍ତି ଭୁବନେଶ୍ବର

ମହିଳା ଅଭିଯୋଗ ପ୍ରକୋଷ୍ଠ ଖୋଲିବ ପ୍ରଦେଶ କଂଗ୍ରେସ

ଖୁବଶୀଘ୍ର କଂଗ୍ରେସ ଭବନରେ ଖୋଲିବ ମହିଳା ଅଭିଯୋଗ ପ୍ରକୋଷ୍ଠ । ଏକ ସ୍ୱତନ୍ତ୍ର ମହିଳା ସୁରକ୍ଷା ଆପ୍ ଲଞ୍ଚ କରିବ କଂଗ୍ରେସ । ରାଜ୍ୟରେ ଅସୁବିଧାରେ ଥିବା ମହିଳା ମାନେ ଏହି ଆପ୍‌ ଜରିଆରେ ଅଭିଯୋଗ କରି ପାରିବେ । ପିସିସି ସଭାପତି ଭକ୍ତ ଦାସ ଏହି ବଡ଼ ସୂଚନା ଦେଇଛନ୍ତି । ଏଥିସହ ଆସନ୍ତା ୨୪

ବ୍ରାହ୍ମଣୀ ନଦୀର ବନ୍ୟାରେ ବେହାଲ ରାଜନଗର ଅଂଚଳର ୫ ପଂଚାୟତ

ବ୍ରାହ୍ମଣୀ ନଦୀରେ ବନ୍ୟା ଆସିବା ଯୋଗୁଁ କେନ୍ଦ୍ରାପଡ଼ା ରାଜନଗର ଅଂଚଳର ୫ଟି ପଂଚାୟତ ଜଳମଗ୍ନ  ।  ପ୍ରାୟ ୩୦ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି  । ରାତି ହେଲେ କୁମ୍ଭୀର ଭୟ ଯୋଗୁଁ ଲୋକେ ଠେଙ୍ଗା ବାଡ଼ି ଧରି ଗାଁର ଗୋଟିଏ ସ୍ଥାନରେ ଏକାଠି ରହୁଛନ୍ତି  ।  ୪ ଦିନ ହେଲା ଏହି ଗାଁର

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ: ହାଜର ହେବେ ଆଇସିସି ସଦସ୍ୟ

ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାର ତଦନ୍ତ ପାଇଁ ଆଜି ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି ଯାଉଛି । ଜୁଲାଇ ୧୮ ଓ ୧୯ ତାରିଖ, ଦୁଇଦିନ ଉଚ୍ଚ ସ୍ତରୀୟ କମିଟି ଆଗରେ ଉପସ୍ଥିତ ରହିବା ପାଇଁ ଫକୀର ମୋହନ କଲେଜ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର