ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍, ବାଇକ୍ ଆରୋହୀ ଗୁରୁତର
ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ଜୟଦେବବିହାର ଓ ଆଚାର୍ଯ୍ୟବିହାର ମଧ୍ୟରେ ଦୁର୍ଘଟଣା । ବାଇକ୍ ଆରୋହୀଙ୍କୁ ପଛରୁ ଧକ୍କା ଦେଲା ଆମ ବସ୍ । ବାଇକ୍ ଚାଳକଙ୍କ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଗୁରୁତର ଯୁବକ ଜଣକ ଭଦ୍ରକର ରଶ୍ମିରଞ୍ଜନ ପଣ୍ଡା ବୋଲି…
