ଛାତ୍ରୀ ମୃତ୍ୟୁ; ବିଜେଡିର ୮ ଘଣ୍ଟିଆ ବାଲେଶ୍ବର ବନ୍ଦ
୮ଘଣ୍ଟିଆ ବାଲେଶ୍ବର ବନ୍ଦ । FM ଛାତ୍ରୀ ମୃତ୍ୟୁକୁ ନେଇ ବାଲେଶ୍ବରରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ସକାଳ ୬ଟାରୁ ଧର୍ମଘଟ ଆରମ୍ଭ ହୋଇଥିବାବେଳେ ଦିନ ୨ଟାଏ ଯାଏଁ ଚାଲିବ ଆନ୍ଦୋଳନ । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ । ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି!-->…
