ଭିଆରଏସ୍ ନେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ
ଭିଆରଏସ୍ ନେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ । ସୁଜାତାଙ୍କ ଆବେଦନକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ଦେଇଥିବା ସୂଚନା ମିଳିଛି । କିଛି ଦିନ ତଳେ କେନ୍ଦ୍ର ନିକଟରେ ଆବେଦନ କରିଥିଲେ । ଛୁଟି ପାଇଁ ଆବେଦନ କରିଥିଲେ ସୁଜାତା,କିନ୍ତୁ ଛୁଟି ନମିଳିବାରୁ ସେ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ!-->…
