କଣ୍ଟିଲୋରେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ନୟାଗଡ଼ ଜିଲା କଣ୍ଟିଲୋରେ ପହଞ୍ଚିଛନ୍ତି।!-->…
