ଲାଞ୍ଚ ନେଉଥିବା ବେଳେ ଥାନା ଭିତରେ ଏଏସ୍ଆଇଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
ମାତ୍ର ୫ ହଜାର ଟଙ୍କାରେ ମାନମହତ ଗଲା । ଯାଜପୁର ଟାଉନ୍ ଥାନାରେ ଭିଜିଲାନ୍ସ ବିଭାଗର ଚଢ଼ାଉ । ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ବାବୁ । ଜମିଜମା ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଯାଜପୁର ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଯାଜପୁର ଟାଉନ ଥାନା ଏଏସଆଇ ନନ୍ଦ…
