ଅପ୍ରେଲ୍ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଅପ୍ରେଲ୍ ୨ରୁ ସକାଳୁଆ ପାଠ ପଢ଼ା ହେବ ବୋଲି କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଆସନ୍ତା ୨!-->…
