କେଭି ସିଂଦେଓଙ୍କ ବାସଭବନରେ ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ
ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ବାସ ଭବନରେ ବସିଛି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତରୁଣ ଚୁଗ!-->…
