ସୁନାପୁଅ ଶୁଭାଂଶୁ ପାଇଁ ଭାରତ ଗର୍ବିତ, ଖୁସିରେ ଆତ୍ମହରା ବାପାମାଆ
ଭାରତ ପାଇଁ ଆଜି ଗର୍ବ ଓ ଗୌରବର ଦିନ । ଆଉ କିଛି ସମୟ ପରେ ମହାକାଶ ଅଭିଯାନ କ୍ଷେତ୍ରରେ ଭାରତର ନାଁକୁ ସ୍ବର୍ଣ୍ଣାକ୍ଷରେ ଲେଖିବେ ଭାରତର ସୁନାପୁଅ ଶୁଭାଂଶୁ । କାରଣ ଆଜି ମହାକାଶ ଯିବେ ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା । ଏକାଧିକଥର ବାତିଲ ପରେ ଆଜି ମଧ୍ୟାହ୍ନରେ ଉଡ଼ାଣ ଭରିବ ସ୍ପେଶ୍!-->…
