ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ କୃଷି ଅଧିକାରୀ ଓ ବିଟିଏମ୍
ଚାଷୀଙ୍କ ଜମିରେ ଅଗଭୀର ନଳକୂପ ଖନନରେ ସବସିଡି କରାଇଦେବା ନାମରେ ୫ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ଉମରକୋଟ ସହକାରୀ କୃଷି ଅଧିକାରୀ ଓ ବିଟିଏମ୍। ମିଳିଥିବା ସୂଚନା ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ସିଂସାରୀ ପଞ୍ଚାୟତର ଜାମପଦର ଗାଁର ଚାଷୀ ଲଖିଧର ମାଝୀ ନିଜ ଜମିରେ ସରକାରଙ୍କ!-->…
