ତିଆରି ହେବ ନୂଆ ଆଲୁମିନିୟମ୍ ପ୍ଲାଣ୍ଟ୍ ; ମନ୍ତ୍ରୀ ଦେଲେ ସୂଚନା
କାମାକ୍ଷାନଗରରେ ତିଆରି ହେବ ନୂଆ ଆଲୁମୁନିୟମ୍ ପ୍ଲାଣ୍ଟ୍ । ଏହାକୁ ନିର୍ମାଣ କରିବା ପାଇଁ ନିବେଶ ହେବ ୧ ଲକ୍ଷ ୨୮ ହଜାର କୋଟି ଟଙ୍କା । ପ୍ରାୟ ୪୦ ହଜାର ଯୁବକ ଯୁବତୀଙ୍କୁ ମିଳିବ ରୋଜଗାର । ଗତ ୧୬ ତାରିଖରେ ଏଥିପାଇଁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଖୁବ୍ ଶୀଘ୍ର ପ୍ରଧାନମନ୍ତ୍ରୀ!-->…
