ଆଜି ଚିକିତ୍ସା ପାଇଁ ହସ୍ପିଟାଲ୍ ଯିବେ ନବୀନ
ଆଜି ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏହା ପୂର୍ବରୁ ବିଜୁ ମହିଳା ଜନତା ଦଳର ନେତ୍ରୀ ମାନେ ନବୀନ ନିବାସରେ ପହଁଚିଛନ୍ତି । ବରିଷ୍ଠ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ସମେତ, ରଞ୍ଜିତା ସାହୁ, ଲେଖାଶ୍ରୀ!-->…
