ବାଲିଯାତ୍ରାକୁ ନେଇ ପ୍ରଶ୍ନକାଳରେ ଆଲୋଚନା
ବାଲିଯାତ୍ରାକୁ ନେଇ ଆଜି ପ୍ରଶ୍ନକାଳରେ ଆଲୋଚନା ହୋଇଛି । ବାରବାଟୀ ବିଧାୟିକା ସୋଫିଆ ଫିରଦୋଷଙ୍କ ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ । ବାଲିଯାତ୍ରାରେରେ ମୋଟ ୨ ହଜାର ୪୩୮ ଷ୍ଟଲ ଦିଆଯାଇଥିଲା । ସେଥି ମଧ୍ୟରୁ ୧୧୮୬ ଷ୍ଟଲ ନିଲାମ ଓ!-->…
