କେନ୍ଦ୍ରାପଡାରେ ବନ୍ୟା ସ୍ଥିତି
ଖରସ୍ରୋତା, ବ୍ରାହ୍ମଣୀ ଓ କାଣୀ ନଦୀରେ ବନ୍ୟା ସ୍ଥିତି ଉପୁଜିଛି । ବନ୍ୟା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ଫଳରେ ବିଭିନ୍ନ ବ୍ଲକକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଚି । ଯାତାୟତ ଠପ ହୋଇପଡିଛି । ରାଜନଗର, ଆଳି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବନ୍ୟା ସ୍ଥିତି!-->…