ସୁଭଦ୍ରା ଯୋଜନା ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । କହିଲେ ଜାନୁଆରୀ ୨୯ ଓ ୩୦ ବ୍ୟାଙ୍କ ଯାଆନ୍ତୁ
ସୁଭଦ୍ରା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ । ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ । ଯେଉଁମାନଙ୍କୁ କଲ୍ ଆସିଛି, ମେସେଜ୍ ଆସିଛି ଯାଆନ୍ତୁ । ଦ୍ୱନ୍ଦ୍ୱ ଦୂର ପାଇଁ ଆବେଦନକାରୀଙ୍କୁ!-->…
