Odia News Portal
Browsing Tag

swadhikar

ଓଡିଶାରେ ସିଙ୍ଗାପୁର ରାଷ୍ଟ୍ରପତି

 ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ନୁଗରତ୍ମମ । ବିମାନ ବନ୍ଦରରେ ୁହଞ୍ଚିବା ପରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସ୍ୱତନ୍ତ୍ର କାରକେଡ ଯୋଗେ  ତାରକା ହୋଟେଲକୁ ଗଲେ ରାଷ୍ଟ୍ରପତି । ଦିନ ୨ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବୁଝାମଣାପତ୍ର  ସ୍ୱାକ୍ଷର

ଭଙ୍ଗାଗଲା ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ

ଖଣ୍ଡଗିରି ସ୍ଥିତ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମରେ ବୁଲିଲା ବୁଲଡ଼ୋଜର । ଜବରଦଖଲ ଉଚ୍ଛେଦ ପୂର୍ବରୁ ଆଶ୍ରମର ଲାଇନ୍ କାଟିଲା ଟାଟା ପାୱାର । ପୋଲିସ ଫୋର୍ସ ଉପସ୍ଥିତିରେ ଭୁବନେଶ୍ବର ଖଣ୍ଡଗିରିରେ ଥିବା ବୈକୁଣ୍ଠଧାମ ଆଶ୍ରମକୁ ଉଚ୍ଛେଦ କରାଯାଉଛି । ଘଟଣାସ୍ଥଳରେ ଗୋଟିଏ ପ୍ଲାଟୁନ୍ ଫୋର୍ସ ମୁତୟନ

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା ବୃଦ୍ଧି

ଡିଏଭି ପୋଖରୀପୁଟରେ ‘‘ବୈଜ୍ଞାନିକ ଦୃଷ୍ଟିଭଙ୍ଗୀର ବିକାଶ” ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ପାଳିତ

ଭୁବନେଶ୍ୱର : ୧୬.୦୧.୨୦୨୫ ଡିଏଭି ପୋଖରୀପୁଟରେ ବଦ୍ୟାର୍ଥୀଙ୍କ ମଧ୍ୟରେ ବିଜ୍ଞାନମନସ୍କତା , ଅନାସକ୍ତଭାବ ,ଯୁକ୍ତିଯୁକ୍ତତା ଓ ଅନ୍ୟମାନଙ୍କ ପ୍ରଭାବରୁ ମୁକ୍ତ ରହି ସ୍ୱାଧୀନ ବିଚାରଧାରା ଭଳି ବିରଳ ଗୁଣର ଅଭିବୃଦ୍ଧି ନିମନ୍ତେ ‘‘ବୈଜ୍ଞାନିକ ଦୃଷ୍ଟିଭଙ୍ଗୀର ବିକାଶ"ଶୀର୍ଷକ ଆଲୋଚନା ଚକ୍ର ଏକ

ଚିହ୍ନଟ ହେଲା ସୈଫଙ୍କ ଆକ୍ରମଣକାରୀ

ବଲିଉଡ ଅଭିନେତା ସୈଫ୍ ଅଲି ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିବା ବ୍ୟକ୍ତିକୁ ଚିହ୍ନଟ କରାଯାଇଛି। ପୋଲିସର ସୂଚନା ମୁତାବକ, ଏଯାଏଁ ହୋଇଥିବା ଯାଞ୍ଚରେ ଆକ୍ରମଣକାରୀକୁ ଚିହ୍ନଟ କରାଯାଇଛି।  ନିଜ ଘରେ ଅଜଣା ବ୍ୟକ୍ତିଙ୍କ ଦ୍ବାରା ଆକ୍ରମଣର ଶିକାର ହୋଇ ମୁମ୍ବାଇ ଲିଲାବତୀ ହସ୍ପିଟାଲରେ

ବଢ଼ିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଖୁସି ଖବର। ବଢ଼ିବ ସେମାନଙ୍କ ପାରିଶ୍ରମିକ। ଏନେଇ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟରେ ଦାବି ରଖିଛନ୍ତି ଓଡ଼ିଶା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର

ସରୋଜ ସାହୁଙ୍କ ସ୍ବାମୀ ମାନିଲେ ହଂସିତା ; ସ୍ବାମୀଙ୍କ ଦେହ ଖରାପ ଦର୍ଶାଇ ମାଗିଲେ ଜାମିନ୍

ସତ କହିଲେ କି ହଂସୀତା ?କହିଲେ , ’ମୋ ସ୍ୱାମୀ ସରୋଜ ସାହୁ ଓ ତାଙ୍କ ଦେହ ଖରାପ ମୁଁ ତାଙ୍କ ଦେଖାଶୁଣା କରିବି  ଓ କିଛି ଏହିଭଳି ଲେଖି ଅନ୍ତରୀଣ ଜାମିନ ପାଇଁ ହଂସିତାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଛି  ଓ ଅତିରିକ୍ତ ଜିଲ୍ଲା ଦୌରାଜଜ ୨ କୋର୍ଟରେ ଏହିଭଳି ଆବେଦନ କରିଛନ୍ତି ହଂସିତାଙ୍କ

ମାଟିରେ ମିଶିବ ବୈକୁଣ୍ଠଧାମ

ଅନେକ ଦିନର ଯାଞ୍ଚ ମାଲିମକଦମା ପରେ ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଭାଙ୍ଗିବାକୁ ଘୋଷଣା ହୋଇଛି । ଆସନ୍ତା କାଲି ଦିନ ୧୨ ଟା ସୁଦ୍ଧା ଆଶ୍ରମରୁ ଜିନିଷପତ୍ର ଖାଲି କରିବାକୁ ଘୋଷଣା କରିଛି ବିଡିଏ। ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ବୈକୁଣ୍ଠଧାମ ଆଶ୍ରମ ନିର୍ମାଣ

ସ୍କୁଲରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଓଡ଼ିଶାର ବିଦ୍ୟାଳୟ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୦। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ ପାଠ୍ୟକ୍ରମ ପ୍ରସ୍ତୁତି କରାଯିବ ବୋଲି

ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ନେଇ ଗଠନ ହେବ ସ୍ବତନ୍ତ୍ର କମିଟି

ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି । ଜଣେ ହାଇକୋର୍ଟଙ୍କ ଅବସର ପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ସମସ୍ତ ନିଯୋଗ ଙ୍କ ସହ ଆଲୋଚନା କରି ନିତିକାନ୍ତି ଉପରେ ବିଚାର କରିବେ । ବିଭିନ୍ନ ନିଯୋଗ ପାଖରେ ଥିବା ଭିନ୍ନ ଭିନ୍ନ ସେବା ଏବଂ