ସରକାର ବର୍ଷେ ଭିତରେ ୨ ଲକ୍ଷ ନୂଆ ଜବ କାର୍ଡ ଦେଇଛନ୍ତି: ମନ୍ତ୍ରୀ
ଫେକ ଜବ କାର୍ଡ ଧରିବାକୁ ଆରମ୍ଭ ହେବ ଇକେୱାଇସି । ଜବ କାର୍ଡ ଧାରୀ କରିବେ ଇକେୱାଇସି । ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ।
ତିନି ମାସ ଭିତରେ ଜବ କାର୍ଡ!-->!-->!-->…
