ଖୋଲିବ ୨ ନୂଆ OISF ବାଟାଲିୟନ୍, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି OISF ବା ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍ । ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ୩ ଓ ୪ ନମ୍ବର OISF ବାଟାଲିୟନ ଭାବେ ନାମିତ ହେବ । ଏହି ଦୁଇଟି!-->…
