Odia News Portal
Browsing Tag

swadhikar

ପ୍ରେସମିଟ୍ କରି ବର୍ଷିଲେ ଦୀପାଳି। କହିଲେ, କାହା ଅର୍ଡରକୁ ଅପେକ୍ଷା କରିଥିଲା ପୋଲିସ୍?

ବିଜେପି ସରକାର ଉପରେ ବର୍ଷିଲେ ଦୀପାଳି ଦାସ । ଝାରସୁଗୁଡାର ପୂର୍ବତନ ବିଧାୟିକା ଦୀପାଳି ଦାସ ଶନିବାର ପ୍ରେସମିଟ୍ କରି ସରକାର ଉପରେ ବର୍ଷିବା ସହିତ ଗତକାଲି ଘଟିଥିବା ଘଟଣାକୁ ନେଇ ସରକାର ଉପରେ ରାଗ ଝାଡିଛନ୍ତି । କହିଛନ୍ତି, ଯେତେବେଳେ କିର୍ମିରା ପଞ୍ଚାୟତରେ ଅନାସ୍ଥା ପ୍ରସ୍ତାବ ଆସିଲା

ସୁଭଦ୍ରା ପୋର୍ଟାଲରୁ ଭୁଲରେ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃସାମିଲ

ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ ।ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ ଅଧିକ ଆବେଦନକାରୀ ସୁଭଦ୍ରାରେ

ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା

ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା। ଏପରି ଏକ ଜଘନ୍ୟ କାଣ୍ଡ ମାଲକାନଗିରିର କାଲିମେଳା ଥାନା ଏମ୍ ଭି ୬୬ ଗାଁରେ ଘଟିଛି। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ମନାନ୍ତର

ବାଲି ଚୋରି ରୋକିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି: ସୁରେଶ ପୂଜାରୀ

 ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର

ପ୍ରବାସୀ ଭାରତୀୟ ଦିବସ: ଧନ୍ୟବାଦ

ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗଦେଇ ଏହାର ଗରିମା ବଢାଇଛନ୍ତି ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଉତ୍ସବର ଅନ୍ତିମ ଦିବସରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ସମ୍ମନନୀୟା ଦ୍ରୌପଦୀ ମୁର୍ମୁ। ତିନିଦିନିଆ ଉତ୍ସବରେ ସାମିଲ୍ ହୋଇଥିଲେ ଅନେକ କେନ୍ଦ୍ରମନ୍ତ୍ରୀଙ୍କ ସମେତ ହଜାର ହଜାର

 ଖଣ୍ଡଗିରି ବୈକୁଣ୍ଠ ଆଶ୍ରମ ପାଇଁ ବଢ଼ିଲା ଅଡ଼ୁଆ, ଖୁବଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର

ଭୁବନେଶ୍ୱର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ପାଇଁ ଅଡୁଆ ବଢିଲା । ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ । ଖୁବଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର । ଆଶ୍ରମର ଜବରଦଖଲ ଉଛେଦ ଉପରେ ଥିବା ଅଙ୍କୁଶକୁ ହଟାଇ ଦେଇଛନ୍ତି ହାଇକୋର୍ଟ । ସୂଚନା ଅନୁସାରେ ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ଉପରେ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ PBD ପ୍ରଦର୍ଶନୀ, ୧୨ ତାରିଖ ସନ୍ଧ୍ୟା ଯାଏଁ ରହିବ ଖୋଲା

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ । ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନକୁ ପରିଦର୍ଶନ କରିପାରିବେ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଦର୍ଶନୀ ମଧ୍ୟରେ

ସାଧାରଣ ଲୋକ ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସର ଗ୍ୟାଲେରି: ପ୍ରଭାତୀ

ତିନି ଦିବସୀୟ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ ଆଜି ଶେଷ ହେବାକୁ ଯାଉଛି। ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ। ସେହିପରି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି

ପ୍ରାଣଘାତୀ ନୁହେଁ HMPV

ଦେଶର ଅନେକ ରାଜ୍ୟରେ ହ୍ୟୁମାନ ମେଟାପନ୍ୟୁମୋଭାଇରସ (HMPV) ମାମଲା ରିପୋର୍ଟ ହୋଇଛି। ସରକାର ମଧ୍ୟ ଏଥିପାଇଁ ପ୍ରସ୍ତୁତ ହୋଇସାରିଛନ୍ତି। ତଥାପି, ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଏ ବିଷୟରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଏହି ଭାଇରସ ସମ୍ପର୍କରେ ସରକାର ସମସ୍ତ ରାଜ୍ୟକୁ