Odia News Portal
Browsing Tag

swadhikar

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ: ଆଜି ଆନୁଷ୍ଠାନିକ ଭାବେ କରିବେ ଉଦଘାଟନ

୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆଜି ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏଥିସହ ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟଙ୍କୁ ସମ୍ୱୋଧନ କରିବା କାର୍ଯ୍ୟକ୍ରମ ରହିଛି । ଏଥିରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପଂହଚିଛନ୍ତି ।

ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର

ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କ। ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। ଶାମ୍ବ ଦଶମୀ ଅବସରରେ କୋଣାର୍କରେ ସୂର୍ଯ୍ୟ ରଥଯାତ୍ରା ଓ ସୌର

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ବାସଭବନକୁ ନେଇ ତେଜୁଛି ବିବାଦ

ଦିଲ୍ଲୀ ନିର୍ବାଚନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ଘରକୁ ନେଇ ରାଜନୈତିକ ବିବାଦ ବଢ଼ିବାରେ ଲାଗିଛି । ଆଜି ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ ଓ ମନ୍ତ୍ରୀ ସୌରଭ ଭରଦ୍ୱାଜ ସମେତ ଅନ୍ୟ ନେତାମାନେ ମୁଖ୍ୟମନ୍ତ୍ରୀଙ୍କ ଘରେ ପହଞ୍ଚିଛନ୍ତି । ମିଡିଆ ମଧ୍ୟ ତାଙ୍କ ସହ ଥିଲା । ତେବେ ଏହି ସମୟରେ

ପ୍ରଦୀପ ପାଣିଗ୍ରାହୀ ଦୋଷମୁକ୍ତ, ୫ ମାମଲାରୁ ନିର୍ଦ୍ଦୋଷରେ ଖଲାସ

ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ମାମଲାରେ ଦୋଷମୁକ୍ତ ହୋଇଛନ୍ତି ବ୍ରହ୍ମୁପର ସାଂସଦ ପ୍ରଦୀପ ପାଣିଗ୍ରାହୀ। ଗତକାଲି ୨ଟି ଓ ଆଜି ୩ଟି- ଏହି ପରି ସମସ୍ତ ୫ଟି ମାମଲାରୁ ପ୍ରଦୀପଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର JMFC ଗ୍ରାମାଞ୍ଚଳ। ଟାଟା କମ୍ପାନୀରେ

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ: ଏହା ଜୀବନର ଅଭୁଲା ସ୍ମୃତି ହୋଇ ରହିବ

ପ୍ରଥମେ ଓଡ଼ିଆ, ହିନ୍ଦୀ ଏବଂ ଇଂରାଜୀରେ ନିଜର ଅଭିଭାଷଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଆପଣମାନଙ୍କ ଉପସ୍ଥିତି ଭୁବନେଶ୍ଵର ପାଇଁ ଆଣିଛି ଖୁସିର ଲହରୀ । ଏହି ସମୟ ଆପଣମାନଙ୍କ ସ୍ମୃତିରେ ରହିବ । ଏହି କାର୍ଯ୍ୟକ୍ରମ ଆୟୋଜନ ଓଡ଼ିଶା ପାଇଁ ଗର୍ବର ବିଷୟ ।

ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ- ପ୍ରବାସୀମାନେ କଲଚରାଲ ଆମ୍ବାସଡର

ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ। ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମେଳନ। ଶୁଭାରମ୍ଭ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ

ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିଛନ୍ତି। ସେ କହିଛନ୍ତି, ସାରା ଓଡ଼ିଶାବାସୀଙ୍କ ତରଫରୁ ଓଡ଼ିଶା ଓ ମନ୍ଦିମାଳିନୀ ସହର ଭୁବନେଶ୍ବରକୁ ମୁଁ ସମସ୍ତଙ୍କୁ ସ୍ବାଗତ କରୁଛି। ଆପଣମାନେ ସାଂସ୍କୃତିକ ଆମ୍ବାସାଡର।

ଚୀନରେ ହାହାକାର ଖେଳାଉଛି ଏଚଏମପିଭି । ୧୦ ଦିନରେ ୫ ଗୁଣା ବଢ଼ିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଚୀନରେ ହାହାକାର ଖେଳାଉଛି ନୂଆ ଭାଇରସ୍ ଏଚଏମପିଭି । ସେଠାରେ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି । ଗତ ୧୦ ଦିନରେ ଏଚଏମପିଭି ମାମଲା ୫୨୯% ବୃଦ୍ଧି ପାଇଛି । ଏହି ଭୂତାଣୁ ଯୋଗୁ ଚୀନରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି । ଆଣ୍ଟିଭାଇରାଲ୍ ଔଷଧର ଅଭାବ ସୃଷ୍ଟି ହୋଇଛି ।

ରାସ୍ତାରେ ମୁଣ୍ଡବିହୀନ ମୃତଦେହ

ରାଜଧାନୀ ଛାତି ଉପରେ ଘଟିଛି ଭୟଙ୍କର ଘଟଣା । ରାଜରାସ୍ତା ଉପରେ ପଡିଛି ମୁଣ୍ଡବିହୀନ ମୃତଦେହ । ରସୁଲଗଡ ନିକଟ ଓଭର ବ୍ରିଜ୍ ପାଖରେ ପଡିଛି ମୁଣ୍ଡବିହୀନ ମୃତଦେହ । ଶରୀରରେ ରହିଛି ଗଭୀର କ୍ଷତ ଓ ଆଘାତ । ଖଣ୍ଡାରେ ହାଣିଲା ପରି ଗଭୀର କ୍ଷତ ହାତ ଏବଂ ଶରୀରରେ ରହିଛି । ମୃତ ବ୍ୟକ୍ତି ଜଣଙ୍କର

ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, କାଲି ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ଜନତା ମଇଦାନରେ ଆଜି ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମେଳନ। ଦୁଇ କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର, ମନସୁଖ ମାଣ୍ଡଭିୟ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ସମ୍ମେଳନ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ