ଆସୁଛନ୍ତି ପ୍ରବାସୀ
ଆସନ୍ତାକାଲିଠାରୁ ଭୁବନେଶ୍ବରରେ ପ୍ରବାସୀ ଭାରତୀୟଙ୍କ ମହାମେଳି ଅନୁଷ୍ଠିତ ହେବ । ଏହି କାର୍ୟ୍ୟକ୍ରମରେ ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ । ଏଥିପାଇଁ ଚଳଚଂଚଳ ରାଜଧାନୀ । ନବବଧୂ ଭଳି ସଜେଇ ହୋଇଛି ମନ୍ଦିର ମାଳିନୀ ଭୁବନେଶ୍ବର ସହର । କାନ୍ଥବାଡ଼ରେ ଓଡ଼ିଶା!-->…
