ପୁରୀକୁ ଗଡ଼ିଲା ଡବଲ୍ ଡେକର୍
ଦୁଇ ମହଲା ବସ୍ରେ ଶ୍ରୀକ୍ଷେତ୍ର ଭ୍ରମଣରେ ଆସିବେ ପର୍ଯ୍ୟଟକ। ବସ୍ ଛାତ ଉପରେ ସେଣ୍ଟ୍ରାଲ ଏସିର ମଜା ନେବା ସହ ଝରକା ନିକଟରୁ ପ୍ରକୃତିର ରୂପ ସଂଦର୍ଶନ କରିବାର ନିଆରା ଅନୁଭବ ନେବେ। ଡବଲ୍ ଡେକର୍ ବସ୍ ଆଣିଦେବ ଏହି ସୁଯୋଗ। ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ନିଆରା ଅନୁଭବ ଭେଟି ଦେବା!-->…
