ତେଲକୋଇରେ ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ, ଜଣେ ଗୁରୁତର
କେନ୍ଦୁଝରଜିଲ୍ଲା ତେଲକୋଇରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ତେଲକୋଇ ଥାନା ସଲେଇକେନା ପଞ୍ଚାୟତ ଅନ୍ତର୍ଗତ ରୁଗୁଡିହି ଗ୍ରାମର ଚକ୍ରଧର ମହାରଣା(୨୧) ଓ ଗୁରୁତର ଆହତ ଜଣକ ହେଲେ ବିଜୁ ମୁଣ୍ଡା…
